Skip to player
Skip to main content
Search
Connect
Watch fullscreen
Like
Share
Bookmark
More
Add to Playlist
Report
ETVBHARAT
Follow
ଅନ୍ତର୍ଜାତୀୟ ମହିଳା ଦିବସରେ ପଡ଼ିଲା ହାତଗଣ୍ଠି
5 months ago
ଯାଜପୁର: ବାଜିଲା ସାହାନାଇ ପଡ଼ିଲା ହାତଗଣ୍ଠି । 15 ବର୍ଷରେ 52 ଯୋଡ଼ିଙ୍କ ଗଣ ବିବାହ କରି ଚର୍ଚ୍ଚାରେ ଯାଜପୁର ଜିଲ୍ଲାର ନବ ଉତ୍କଳ ମହିଳା ସମିତି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ନବ ଉତ୍କଳ ମହିଳା ସମିତି ପକ୍ଷରୁ ବ୍ୟାସନଗର ଠାରେ ଆଉ ଏକ ଗଣ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ହିନ୍ଦୁ ରୀତିନୀତି ଅନୁଯାୟୀ ବ୍ୟାସନଗର ଟାଉନ ହଲ୍ ଠାରେ ଆଜି ଆଉ ଦୁଇ ଜଣ ନବ ଦମ୍ପତିଙ୍କ ହାତଗଣ୍ଠି ପଡ଼ିଛି । ଏହି ବିବାହ ଉତ୍ସବରେ କୋରେଇ ବିଧାୟକ ଆକାଶ ଦାସ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଯାଜପୁର ରୋଡ଼ ଏସଡିପିଓ ଯୋଗ ଦେଇଥିଲେ। ଆର୍ଥିକ ଦୁର୍ବଳ ଥିବା ଯୁବକ ଯୁବତୀମାନଙ୍କର ବିବାହ କରି ସମାଜରେ ଏକ ନୂତନ ବାର୍ତ୍ତା ପ୍ରଦାନ କରିଛି ଏହି ସଂଗଠନ । ହିନ୍ଦୁ ଧର୍ମରେ ବିବାହକୁ ଏକ ପବିତ୍ର ବନ୍ଧନର ମାନ୍ୟତା ଦିଆଯାଇଥିବା ବେଳେ ଏଥରୁ ବଞ୍ଚିତ ରହିଯାଇଥିବା ଗରିବ ଯୁବକ ଯୁବତୀଙ୍କ ବିବାହ କରାଇବାର ଲକ୍ଷ ନେଇ ଏହି ମହିଳା ସଙ୍ଗଠନ ପ୍ରତିବର୍ଷ ଏଭଳି ଗଣ ବିବାହ କାର୍ଯ୍ୟକ୍ରମ ଆୟୋଜନ କରିଥାଏ । ଚଳିତବର୍ଷ ମଧ୍ୟ ଭୋଜିଭାତ ସାଙ୍ଗକୁ ବହୁ ଆଡ଼ମ୍ବରେ ଏହି ଗଣ ବିବାହ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏଥିପାଇଁ ଉଭୟ ବରକନ୍ୟା ପରିବାର ବେଶ୍ ଉତ୍ସାହିତ ରହିଥିବା ଦେଖିବାକୁ ମିଳିଥିଲା । ସେପଟେ ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷମାନଙ୍କୁ ସମ୍ବର୍ଦ୍ଧିତ ମଧ୍ୟ କରାଯାଇଥିଲା । ଏହା ମଧ୍ୟ ପଢନ୍ତୁ...Women's Day Special: ଅଟୋ ଷ୍ଟିଅରିଂରୁ ପରିବାର ଆର୍ଥିକ ମେରୁଦଣ୍ଡ ସଳଖୁଛନ୍ତି ଦମୟନ୍ତୀ ଏହା ମଧ୍ୟ ପଢନ୍ତୁ... ଅନ୍ତର୍ଜାତୀୟ ମହିଳା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଭେଟି; ବ୍ୟାଙ୍କ ଖାତାକୁ ଆସିଲା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଇଟିଭି ଭାରତ, ଯାଜପୁର
Category
🗞
News
Transcript
Display full video transcript
00:00
Thank you so much for joining us.
00:59
Thank you so much for joining us.
Show less
Comments
Add your comment
Recommended
1:32
|
Up next
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସତ୍ୟବାଦୀରୁ ପୁରୀ ଶ୍ରୀକ୍ଷେତ୍ର ଗଲା ବଉଳ କାଠ
ETVBHARAT
7 weeks ago
1:11
ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ପରେ ଜଳିଗଲେ ଦୁଇ ଡ୍ରାଇଭର
ETVBHARAT
2 months ago
1:52
ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୀର୍ଘାୟୁ କାମନା, ପୂର୍ଣ୍ଣେଶ୍ବର ମହାଦେବ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୟୂରଭଞ୍ଜ MP ନବଚରଣ
ETVBHARAT
2 months ago
4:37
ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ, ବ୍ରହ୍ମପୁରରେ ବିଦ୍ୟାର୍ଥୀଙ୍କ ମଧ୍ୟରେ ଖୁସିର ମାହୋଲ
ETVBHARAT
3 months ago
2:22
ରଥଖଳା: ଅନୁକୂଳ ପୂଜା ପରେ ଶେଷ ପର୍ଯ୍ୟାୟରେ ତିନି ରଥର ତୁମ୍ବ ବିନ୍ଧ କାର୍ଯ୍ୟ
ETVBHARAT
3 months ago
2:08
ନିମାପଡ଼ାରେ ଉତ୍କଳ ଗୌରବଙ୍କ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
ETVBHARAT
4 months ago
1:19
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ସାନ୍ନିଧ୍ୟ ଲାଭକଲେ ୬୧ତମ ଫେମିନା ମିସ୍ ଇଣ୍ଡିଆର ୩୦ ପ୍ରତିଯୋଗୀ
ETVBHARAT
4 months ago
3:57
ଗଜମୁଆଁରେ ପାରଳା ମହାରାଜାଙ୍କ ପ୍ରତିକୃତି, ଧୂମଧାମରେ ପରମ୍ପରା ପାଳିଲେ ଗଜପତିବାସୀ
ETVBHARAT
4 months ago
2:27
ଭଜନ କିର୍ତ୍ତନ ସହିତ ଆଧ୍ୟାତ୍ମିକ ହୋଲି ଉତ୍ସବ ପାଳନରେ ସାମିଲ ହେଲେ ପରିବହନ ମନ୍ତ୍ରୀ
ETVBHARAT
5 months ago
5:34
ବୋଇତ ବନ୍ଦାଣ ଉତ୍ସବ ପାଳିଲେ ନୟାଗଡ଼ବାସୀ, ସାମିଲ ହେଲେ ଅଭିନେତ୍ରୀ ଶୀତଲ ଓ ବାଚସ୍ପତି
ETVBHARAT
9 months ago
1:04
କେରଳର ପାହାଡ଼ରେ ମନଲୋଭା ସୌନ୍ଦର୍ଯ୍ୟ ପରିବେଶ ସୃଷ୍ଟି କରୁଛି 'ଆଫ୍ରିକାନ୍ ଟୁଲିପ୍'
ETVBHARAT
9 months ago
1:10
ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି ମା' ଭଦ୍ରକାଳୀ
ETVBHARAT
10 months ago
3:26
ସବୁଜ ଦୀପାବଳି ପାଳିବେ ବସ୍ତି ପିଲା, ପ୍ରଦୂଷଣ ରୋକିବାକୁ ଦିଆଗଲା ବାର୍ତ୍ତା
ETVBHARAT
10 months ago
2:52
ପାରମ୍ପରିକ ବାଦ୍ୟରେ ଦୁଲୁକିଲା ରେଶମ ସହର, ମେଲାଣି ନେଇଛନ୍ତି ମା'
ETVBHARAT
10 months ago
3:28
ଆଜିଠୁ ମା' ବିରଜାଙ୍କ ନବରାତ୍ର ପୂଜା ସହ ନବଦିନାତ୍ମକ ରଥଯାତ୍ରା
ETVBHARAT
11 months ago
1:07
ନେପାଳରେ ଶାନ୍ତି ଫେରାଇ ଆଣିବାକୁ ବାଲୁକା କଳାରେ ସୁଦର୍ଶନଙ୍କ ବାର୍ତ୍ତା
ETVBHARAT
11 months ago
5:01
ବୌଦ୍ଧରେ ରଥଯାତ୍ରା; ବିଗ୍ରହଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼, ରଥ ଛୁଇଁଲେ କୁନି ଶିଶୁ
ETVBHARAT
1 year ago
1:44
ମହାପ୍ରଭୁଙ୍କୁ ଦର୍ଶନ କଲେ ଆକାଶ ଅମ୍ବାନୀ
ETVBHARAT
1 year ago
3:00
ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ପ୍ରଭୁ ନୀଳମାଧବ
ETVBHARAT
2 years ago
4:20
ମାତା ପାର୍ବତୀଙ୍କ ପିତା ହେଲେ ଦିନମଜୁରିଆ ଜୟଦେବ, ଖୁସିରେ ନାଚୁଛି ଟୁଟୁସିଙ୍ଗା
ETVBHARAT
1 year ago
2:57
ଅରୁଆ ଚାଉଳରେ ମହାପ୍ରଭୁଙ୍କ ରଥ ଗଢି ପ୍ରଶଂସା ସାଉଁଟୁଛନ୍ତି ଅକ୍ଷୟ
ETVBHARAT
1 year ago
2:51
ପୁରୀ ଗଜପତିଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହେଲା ପୁଷ୍ୟାଭିଷେକ
ETVBHARAT
2 years ago
2:47
କମ୍ପାନୀକୁ ବିରୋଧ, ଝାରସୁଗୁଡ଼ା ଜିଲ୍ଲାପାଳ ଅଫିସ ଘେରାଉ କଲେ ଗ୍ରାମବାସୀ
ETVBHARAT
2 years ago
2:28
ବ୍ରହ୍ମପୁର Mkcg ମେଡିକାଲ ପରିସରର ମେଡିସିନ ୱାର୍ଡରେ ନିଆଁ
ETVBHARAT
2 years ago
2:24
चिखलदऱ्यात कोट्यवधींचं सुसज्ज बसस्थानक कुलूपबंद; अमरावतीहून थेट नियमित बससेवा नसल्यामुळं पर्यटक संतप्त
ETVBHARAT
6 minutes ago
Comments